Odia News Portal
Browsing Tag

puri gajapati maharaja

ଆଜି ଗଜପତି ମହାରାଜା ଙ୍କ ଝିଅ ବାହାଘର

ଆଜି ରାଜାଙ୍କ ଝିଅ ବାହାଘର । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନଝିଅ ରାଜକୁମାରୀ ଦେବେଶୀ ଦେବୀଙ୍କ ବାହାଘର । ଭୁବନେଶ୍ୱରର ଏକ ଷ୍ଟାର ହୋଟେଲରେ ରାଜକୀୟ ରୀତିନୀତିରେ ବାହାଘର ହେବ । ବର୍ଦ୍ଧମାନ ରାଜାଙ୍କ ନାତି ତଥା ହରିୟାଣା ଗୁରଗାଓଁ ନିବାସୀ ରାଜୀବ କେହେରଙ୍କ ପୁତ୍ର