Odia News Portal
Browsing Tag

puri

ଭକ୍ତଙ୍କୁ ମିଳିପାରେ ଶ୍ରୀମନ୍ଦିର ପ୍ରବେଶକୁ ଅନୁମତି

ପୁରୀ: କାଳିଆ ସାଆନ୍ତଙ୍କ ଚକା ନୟନ ଦେଖିବାକୁ ବ୍ୟାକୁଳ ହୋଇ ରହିଛନ୍ତି ଭକ୍ତ । କେବେ ଶ୍ରୀମନ୍ଦିର ଖୋଲିବ ହଟିଆ ଠାକୁରଙ୍କୁ ଦେଖିବ ଚମଚକ୍ଷୁ । ଏଭଳି ଅନେକ କଥା ଭାଳି ହେଉଛି ଭକ୍ତ । ତେବେ ଶ୍ରୀମନ୍ଦିରକୁ ଯାଇ ଭଗବାନଙ୍କ ଦର୍ଶନ କରିବାର ସୌଭାଗ୍ୟ ଭକ୍ତଙ୍କୁ ମିଳିପାରେ । ଶ୍ରୀମନ୍ଦିରକୁ

ଆଜିଠୁ ଆନନ୍ଦ ବଜାରରେ ମିଳିବ ଅବଢ଼ା

ପୁରୀ: ରତ୍ନବେଦି ଛାଡ଼ି ଜନ୍ମବେଦୀରେ ଅବସ୍ଥାନ କରିଥିଲେ ମହାପ୍ରଭୁ । ଶ୍ରୀମନ୍ଦିରରେ ମହାବାହୁ ନଥିବାରୁ ଛପନ ପଉଟି ଭୋଗ ହେଉ ନଥିଲା । ତେବେ ୧୩ଦିନ ଲାଗି ଆନନ୍ଦ ବଜାରରେ ଅବଢ଼ା ମିଳୁନଥିଲା । ଶ୍ରୀଗୁଣ୍ଡିଚା ସମୟରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇଥିଲେ। କିନ୍ତୁ ବାହୁଡ଼ା ପରଠାରୁ ମହାପ୍ରଭୁ

ଆଜି ମହାପ୍ର୍ରଭୁଙ୍କ ନିଳାଦ୍ରୀବିଜେ

ପୁରୀ: ସରିଲା ୧୨ ଦିନର ନିଳା ଖେଳା । ରଥ ଉପରେ ରହି ଭକ୍ତଙ୍କୁ ଦର୍ଶନ ଦେଲେ ମହାବାହୁ । ଆଜି ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ । ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ: ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି । ସେହି ହାଣ୍ଡିରେ ଅଧରପଣା ପ୍ରସ୍ତୁତ ହୋଇ ତିନି ରଥରେ ୯ଟି ମାଟିପାତ୍ର ସଜ ବସିବ। ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ

ସୁନାବେଶ ସମୟରେ ଖସିପଡ଼ିଲା ମହାପ୍ରଭୁଙ୍କ କିରିଟିର କିଆ

ପୁରୀ: ସରିଲା ସୁନାବେଶ। ମହଣ ମହଣ ସୁନାରେ ସଜ୍ଜିତ ହୋଇ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ। କିରୀଟ, ଶ୍ରୀପୟର, ଶ୍ରୀଭୂଜ, କୁଣ୍ଡଳ, ଚନ୍ଦ୍ରସୂର‌୍ୟ୍ୟ, ଆଡକାନି, ଘାଗଡାମାଳି, କଦମ୍ବମାଳି, ବାହାଡାମାଳି, ତାବିଜ ମାଳି, ସେବତୀ ମାଳି, ହଳ ଓ ମୂଷଳ ଲାଗି ହୋଇ ଅପୂର୍ବ

ଜାଣନ୍ତୁ ମହାପ୍ରଭୁ ବର୍ଷରେ କେତେଥର ସୁନାବେଶରେ ଦର୍ଶନ ଦିଅନ୍ତି

ପୁରୀ: ଶ୍ରୀଜିଉମାନଙ୍କର ବର୍ଷକୁ ୬ ଥର ସୁନାବେଶ ନୀତି ଅନୁଷ୍ଠିତ ହୋଇଥାଏ। ଏଥିରୁ ଗୋଟିଏ ରଥ ଉପରେ ଥରେ ସୁନାବେଶ ହେବାର ପଂରାପରା ରହିଛି। ଏହା ବାହୁଡ଼ା ଯାତ୍ରାର ପରଦିନ ଅର୍ଥାତ ଆଶାଢ଼ ଶୁକ୍ଲ ପକ୍ଷ ଏକାଦଶୀ ତିଥିରେ ଶ୍ରୀଜିଉମାନଙ୍କୁ ରଥ ଉପରେ ସୁନା ବେଶ କରାଯାଇଥାଏ। ଏତଦ୍ ବ୍ୟତୀତ

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆଜି ହେଉଛି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ । ମହଣ ମହଣ ସୁନାରେ ଭୁଷିତ ହୋଇଛନ୍ତି ମହାପ୍ରଭୁ । ଭାଇ ଭଉଣୀଙ୍କ ସହ ତିନି ରଥରେ ବିରାଜମାନ କରିଛନ୍ତି କାଳିଆ ସାଆନ୍ତ । ସୁନାବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ । ଗତକାଲି ବାହୁଡ଼ା ଯାତ୍ରା ଥିଲା । ମାଉସିମା ଘରେ ପୋଡ଼ପିଠା ଖାଇବା ପରେ

ଶ୍ରୀଜିଉଙ୍କ ଭାବରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁର: ସୁରୁଖୁରୁରେ ଶେଷ ହୋଇଛି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା । ମଙ୍ଗବାର ଶ୍ରିଜିଉଙ୍କ ବାହୁଡ଼ାଯାତ୍ରା ସମୟରେ ଦେଖିବାକୁ ମିଳିଥିଲା ଏକ ଅପୂର୍ବ ଦୃଶ୍ୟ । ଭାବ ବିନୋଦିଆ ଠାକୁରରଙ୍କ ଭାବରେ ନିମଗ୍ନ ହୋଇଯାଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର । ରଥ ମାଉସିମା ମନ୍ଦିର ନିକଟରେ

ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡୁଛନ୍ତି ଚତୁର୍ଥାମୁର୍ତ୍ତୀ

ଜନ୍ମବେଦୀରେ ଲୀଳାଖେଳା ସାରି ରଥରେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା, ଜୟଜଗନ୍ନାଥ ଧ୍ୱନିରେ କମ୍ପୁଛି ରଥପଥ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଦିନ ୧୨ଟା ପରିବର୍ତ୍ତେ ସକାଳ ୮ଟାରୁ ଆରମ୍ଭ ହୋଇଥିଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ

ଛେରା ପହଁରାକୁ ପୂରିଲା ୫୦ ବର୍ଷ

ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି। ୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି।