Odia News Portal
Browsing Tag

puri

ସ୍ନାନ ଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା

ପୁରୀ: ଚଳିତବର୍ଷ ସ୍ନାନ ଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା । କରୋନା କଟକଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ଗଜପତିଙ୍କ ପ୍ରତିନିଧି ମୁରିରସ୍ତ କରିବେ ଛେରା ପହଁରା ନୀତି । ଆଜି ଏନେଇ ଗଜପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଥାଉକି,

ରଥଯାତ୍ରା: ହସ୍ତକ୍ଷେପ କଲେନି ହାଇକୋର୍ଟ

କଟକ: ପୁରୀ ବ୍ୟତିତ ଅନ୍ୟ ଜାଗାରେ ରଥଯାତ୍ରା ନେଇ ଉଠିଥିଲା ପ୍ରସଙ୍ଗ । ଆଜି ଏହାକୁ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ଏସମ୍ପର୍କରେ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନାକଲେ । କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ଲାଗି ୫ଟି ମାମଲା ହୋଇଥିଲା । କେନ୍ଦ୍ରାପଡ଼ା ଲାଗି ୪ଟି

ଆଇସ୍‌କ୍ରିମରେ ଶ୍ରୀଜିଉ

ପୁରୀ: କରୋନା ମହାମାରୀ କାରଣରୁ ଫିକା ପଡିଛି ପୁରୀ ସ୍ନାନ ଯାତ୍ରା । ଏହି ସମୟରେ ଜଣେ ଭକ୍ତ ଆଇସକ୍ରିମ କାଠରେ ମହାପ୍ରଭୁଙ୍କ ଗଜାନନ ବେଶ କରିଛନ୍ତି । ଏହି ଭକ୍ତ ଜଣକ ହେଉଛନ୍ତି ପୁରୀର ଜଣେ ଇଞ୍ଜିନିୟର ଛାତ୍ର ବିଶ୍ୱଜିତ୍‌ ନାୟକ । ସେ ଦୀର୍ଘ ୧୫ ଦିନରେ ମୋଟ ୧୪୭୫ଟି ଆଇସ୍‌କ୍ରିମ କାଠିରେ

ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀକ୍ଷେତ୍ରରେ ଲାଗୁ ହେବ ୧୪୪ ଧାରା

ପୁରୀ: ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ

ଆଜି ଋକ୍ମିଣୀ ଦେବୀଙ୍କ ବିବାହ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ପାଳିତ ହେବ ଋକ୍ମିଣୀ ଦେବୀଙ୍କ ବିବାହ । ସୁଦର୍ଶନଙ୍କୁ ବୈଦିକ ରୀତିରେ ବିବାହ କରିବେ ଋକ୍ମୁଣୀ ଦେବୀ । ମହାପ୍ରଭୁଙ୍କ ଜୀବନ୍ତ ଅବତାର ମଦନମୋହନ ଆଜି ସାଜିବେ ଶ୍ରୀକୃଷ୍ଣ । ଏବଂ ମା ଲକ୍ଷ୍ମୀ ଠାକୁରାଣୀ ସାଜିବେ ଋକ୍ମୁଣୀ ଦେବୀ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ

ରଥଯାତ୍ରା ଲାଗି ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ: ଆସନ୍ତା ଜୁଲାଇ ୧୨ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବ । ରଥଯାତ୍ରା ଲାଗି ଶ୍ରୀଜୀଉଙ୍କ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି । ଛତିଶାନିଯୋଗ ବୈଠକରେ ଚୂଡାନ୍ତ ନୀତି ନିର୍ଘଂଟ ହୋଇଛି । ଜୁଲାଇ ୧୨ରେ ଶ୍ରୀଗୁଣ୍ଡିଚାରେ ସକାଳ ୮ଟାରେ ହେବ ରଥ ପ୍ରତିଷ୍ଠା । ୮ଟା

ଅଚିହ୍ନ। ପରିଚୟ ଦେଲା ନିଆରା ସମ୍ପର୍କର ଠିକଣା

ପୁରୀ: ପାଲବନ୍ଧା ଝୁମ୍ପୁଡି ଘର । ଘରେ ନିଜେ ରହିବାକୁ ଯାଗା ନାହିଁ । ତଥାପି ଜଣେ ହଜିଯାଇଥିବା ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କରି ନିଜ ଘରଲୋକ ପରି ରଖିଛନ୍ତି ଜଣେ ଯୁବକ । ନାଁ ତାଙ୍କର ବିଶ୍ୱନାଥ ସାମନ୍ତରାୟ । ଘର ପୁରୀ ସହରର ବାଲି ଉପର ରାମ ଚଣ୍ଡୀ ସାହିରେ । ପେଷାରେ ବିଶ୍ୱନାଥ ଜଣେ

ପୁରୀରେ ପ୍ରସ୍ତାବିତ ବିମାନ ବନ୍ଦର ନେଇ ସର୍ଭେ

ପୁରୀ: ଶ୍ରୀକ୍ଷେତ୍ର ବା ଜଗନ୍ନାଥ ଧାମ ପୁରୀରେ ଏୟାରପୋର୍ଟ ନିର୍ମାଣ ଲାଗି ବହୁଦିନ ହେବ ଚର୍ଚ୍ଚା ହେଉଥିଲା । ବିମାନବନ୍ଦର ନିର୍ମାଣ ଲାଗି ଯେଉଁସ୍ଥାନ ପ୍ରସ୍ତାବ ଦିଆଯାଇଥିଲା ଆଜି ସେଠାରେ ସର୍ଭେ ହୋଇଥିବା ସୂଚନା ମିଳିଛି । ଏୟାରପୋର୍ଟ ଅଥରିଟି ପକ୍ଷରୁ ଏହି ସର୍ଭେ ଆରମ୍ଭ ହୋଇଥିବା ସୂଚନା

ଜୋରସୋରରେ ଆଗେଇ ଚାଲିଛି ରଥକାମ

ପୁରୀ: ଚଳିତବର୍ଷ ରଥଯାତ୍ରା ଲାଗି ଚଳଚଞ୍ଚଳ ହୋଇ ଉଠିଛି ରଥଯାତ୍ରା । କରୋନା କଟକଣା ମଧ୍ୟରେ ବିନା ଭକ୍ତରେ ରଥଯାତ୍ରା ହେବ ବୋଲି ପ୍ରଶାସନ ସୂଚନା ଦେଇଛି । ସେପଟେ ରଥ ନିର୍ମାଣ କାମ ଜୋରସୋରରେ ଆଗେଇ ଚାଲିଥିବା ଦେଖିବାକୁ ମିଳିଛି । ମୌସୁମୀ ପ୍ରଭାବରେ ବର୍ଷା ହୋଇଥିଲେ ସୁଦ୍ଧା କାମ ବେଶ

ଜୋରସୋରରେ ଆଗେଇ ଚାଲିଛି ରଥକାମ

ପୁରୀ: ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । ରଥଯାତ୍ରା ପାଖେଇ ଆସୁଥିବା ବେଳେ ପୁରୀ ବଡ଼ଦାଣ୍ଡରେ ଜୋରସୋରରେ ରଥ ତିଆରି କାମ ଆଗେଇଚାଲିଛି । ହେଲେ ଦୁଇ ଦିନ ହେବ ବର୍ଷା ଲାଗିରହିଥିଲେ ସୁଦ୍ଧା ବଡ଼ଦାଣ୍ଡରେ ରଥ ନିର୍ମାଣ କାମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ରଥ ଖଳାରେ ରୂପକାରମାନେ