ଦ୍ୱିତୀୟଥର ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି
ଉତ୍ତରାଖଣ୍ଡରେ କିଏ ହେବେ ପରିବର୍ତ୍ତୀ ମୁଖ୍ୟମନ୍ତ୍ରୀ ତାହା ଉପରୁ ହଟିଛି ସସପେନ୍ସ । ପୁଣି ଥରେ ପୁଷ୍କର ସିଂ ଧାମି ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ। ବିଜେପି ବିଧାୟକ ଦଳ ବୈଠକରେ ପୁଷ୍କର ସିଂ ଧାମି ସର୍ବସମ୍ମତିରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା!-->…