Odia News Portal
Browsing Tag

rain

୧୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର() ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଯୋଗୁଁ ଆସନ୍ତା ୨୦ ରୁ ୨୨ ତାରିଖ ୩ ଦିନ ଧରି ରାଜ୍ୟବ୍ୟାପୀ ଭଲ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି  । ମାଲକାନଗିରି, ଅନୁଗୁଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର, ସୋନପୁର,…

୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()ଆସନ୍ତାକାଲି ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଏହି  ଜିଲ୍ଲାଗୁଡିକ ହେଉଛି-ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ବରଗଡ, ସମ୍ବଲପୁର,…

ଆସୁଛି ଆଉ ଏକ ଲଘୁଚାପ,୨୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଆସନ୍ତା ୨୦ରେ ଆସୁଛି ଆଉ ଏକ ଲଘୁଚାପ  । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି  । ଫଳରେ ୨୦ ଓ ୨୧…

୨୪ ଘଣ୍ଟା ପାଇଁ ସତର୍କ ରୁହ ୪ ଜିଲ୍ଲା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ…

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ରାଜ୍ୟ ବର୍ତ୍ତମାନ ପାଗ ଶୁଖିଲା ଥିବା ବେଳେ ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ପଶଚିମ ଓଡ଼ିଶାରେ ୩ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

୨୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆସନ୍ତା ୧୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରର ଆନ୍ଧ୍ରପ୍ରଦେଶ ଉପକୂଳ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଶୁକ୍ରବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏନେଇ ୨୧ଟି ଜିଲ୍ଲା ପାଇଁ…

୫ ଦିନ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତ ହେବ। ପ୍ରଭାବରେ ୧୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ…

୪ ଦିନ ଝଡ଼ବର୍ଷା, ସତର୍କ ରୁହ ଏହି ସବୁ ଜିଲ୍ଲା

ଭୁବନେଶ୍ୱର() ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବାକୁ ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ମଧ୍ୟ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ବର()   ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ଅତିପ୍ରବଳ ଓ ଲଗାଣ ବର୍ଷାର ସମ୍ଭାବନା ନାହିଁ। ତଥାପି ଆଗାମୀ ୪୮ ମଧ୍ୟରେ ଅର୍ଥାତ୍‌ ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି…

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର()  ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଛି । ୬ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ଝଡ଼ ତୋଫାନ ହୋଇପାରେ  । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି  । କେନ୍ଦ୍ରର…