Odia News Portal
Browsing Tag

rain

୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର()  ଲଘୁଚାପ ଜନିତ ଲଗାଣ ବର୍ଷା ଓ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଓଡ଼ିଶାରେ ଭୟଙ୍କର ବନ୍ୟା ବିପôାତ ଦେଖାଦେଇଛି ।  ଏହାଦ୍ୱାରା ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲା ପ୍ରଭାବିତ ହୋଇଛି । ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି ।  ଏହାରି ଭିତରେ ପୁଣି…

ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର() ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଆଜିଠୁ ବର୍ଷା ସମ୍ଭାବନା । ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେଥିଲାଗି ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,…

୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ରାଜ୍ୟର ବହୁ ଅଞ୍ଚଳ ଏବେ ବି ପାଣି ଘେରରେ ରହିଥିବା ବେଳେ ପୁଣିଥରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୮ଟି ଜିଲ୍ଲା ମଧ୍ୟରେ ସାମିଲ ରହିଛି- ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର,…

ଆସୁଛି ଆଉ ଏକ ଲଘୁଚାପ, ଆଜିଠାରୁ ପ୍ରବଲ ବର୍ଷିବ

ଭୁବନେଶ୍ୱର() ଦୁଇ ଦିନର ବୀରତି ପରେ ଆଜି ଠାରୁ ପୁଣି ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ପଶ୍ଚିମ ମଧ୍ୟପ୍ରଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବାର ସମ୍ଭାବନା ରହିଛି। ୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ…

ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()  ରାଜ୍ୟ ଏବେ ଦୁଇ ଦିନ ଶୁଖିଲା ପାଗ ଥିବା ବେଳେ ସେପ୍ଟେମ୍ବର ୧ରୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୧ରେ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି…

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର()  ରାଜ୍ୟରେ ଲଘୁଚାପ ପାଇଁ ପ୍ରବଳ ବର୍ଷା ହୋଇଛି । ଏବେ ଦୁଇ ଦିନ ପାଗ ଶୁଖିଲା ରହିବାକୁ ଥିବା ବେଳେ ସେପ୍ଟେମ୍ବର ୧ ତାରିଖରୁ ପୁଣିଥରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ସହ ରାଜ୍ୟର କିଛି ଜିଲ୍ଳାରେ ଘୂର୍ଣ୍ଣିଝଡ଼ ସହ ସାମାନ୍ୟରୁ ମଧ୍ୟମ ଧରଣର…

୯ଜିଲ୍ଲାକୁ ରେଡ଼ ଆଲର୍ଟ

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ…

୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର() ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଥିଲା । ଏବେ ଦୁଇ ଦିନ ହେବ ପାଗ ଟିକେ ଶୁଖିଲା ଥିବା ବେଳେ ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଏହିସବୁ ଜିଲ୍ଲା ପାଇଁ ରେଡ଼ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()  ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଯେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବ ସେହିସବୁ ଜିଲ୍ଲାରେ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି  । କୋରାପୁଟ, ନବରଙ୍ଗପୁର, ମାଲକାନାଗିରି, ସୁନ୍ଦରଗଡ଼ ଓ ଦେବଗଡ଼ ପାଇଁ ରେଡ଼ ୱାର୍ଣ୍ଣିଂ ଜାରି ହୋଇଛି  ।…