Odia News Portal
Browsing Tag

rain

୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର() ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,…

୧୦ଜିଲ୍ଲାକୁ ରେଡ଼ ଆଲର୍ଟ

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ତେଣୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏହାସହ ୧୦ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର,…

୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ କାଲି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ପଶ୍ଚିମ ଦିଗକୁ ଗତି କରିବାର…

୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର () ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।…

ଆଜି ୭ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା

ଭୁବନେଶ୍ୱର()  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶାରେ ଉପରେ  ଏକ ଲଘୁଚାପ ସୃଷ୍ଟି ହୋଇଛି ।  ଏହା ପ୍ରଭାବରେ ୨-୩ ଦିନ ବର୍ଷା ଲାଗି ରହିବ ।  ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ କେତେକ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହିବ ।  ଶୁକ୍ରବାର ରାଜ୍ୟର ୭ଟି…

୪ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର()  ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାରି ପ୍ରଭାବରେ ଆଗାମୀ ୪ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତକୁ ନେଇ ଆସନ୍ତା ୨୪ଘଣ୍ଟା ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଜିଲ୍ଳା…

୨୪ଘଣ୍ଟା ପାଇଁ ୧୨ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ବଙ୍ଗୋପସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି କାରଣରୁ  ରାଜ୍ୟରେ ଆଗାମୀ ୨୪ଘଣ୍ଟା ପାଇଁ ୧୨ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।…

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର() ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ପ୍ରକୋପ ଅଧିକ ରହିବ । ଉପକୂଳ ତୁଳନାରେ ବେଶି ବର୍ଷା ହେବ ଆଭ୍ୟନ୍ତରୀଣ ଓଡ଼ିଶାରେ । ଆଜିଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳତର ଓ ୫ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ନେଇ…

ଆଜିଠାରୁ ପ୍ରବଳ ବର୍ଷିବ, ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁୁବନେଶ୍ୱର() ଆଜିଠାରୁ ୧୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତାରେ ରହିଥିବା ମୌସୁମୀ ଟ୍ରଫ୍‌ ଏବେ ଝାଡ଼ଖଣ୍ଡରୁ ଉତ୍ତର-ପୂର୍ବ ବଙ୍ଗୋ‌ପସାଗରମୁହାଁ ହୋଇଛି। ଏହା ସହ ଏକ ଟ୍ରଫ୍‌ଲାଇନ୍‌ ଗୁଜରାଟରୁ ପଶ୍ଚିମବଙ୍ଗ ଆଡ଼କୁ ଗତି କରୁଛି। ଏହା…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର() ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋ‌ପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବ ବୋଲି ସୂଚନା ମିଳିଛି।…