Odia News Portal
Browsing Tag

rain

ତିନି ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ…

ଆଜିଠାରୁ ୩ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା…

୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଅଗଷ୍ଟ ୩ ତାରିଖରୁ ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଶନିବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ରବିବାରଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର ସୁନ୍ଦରଗଡ଼,…

ଅଗଷ୍ଟ ୪ରେ ଲଘୁଚାପ, ୧୩ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଆଗାମୀ ୧୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ଓ ବଜ୍ରପାତକୁ ନେଇ ୧୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ଜିଲ୍ଲା ଗୁଡ଼ିକ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ,…

୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ରାଜ୍ୟର ୪ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ୪ ଜିଲ୍ଲା ଯଥା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢେଙ୍କାନାଳ, କେନ୍ଦୁଝର ଓ…

୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୪ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।…

୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ୧୪ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଟକ, କନ୍ଧମାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ଢ଼େଙ୍କାନାଳ ଭଳି ଜିଲ୍ଳା ଗୁଡ଼ିକରେ…

ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଏବେ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ କିମ୍ବା ଟ୍ରଫଲାଇନ୍‌ ସମ୍ଭାବନା ନାହିଁ । ତେଣୁ ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । କିନ୍ତୁ ଆସନ୍ତା ଦୁଇଦିନ ରାଜ୍ୟର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।…

ଆଗାମୀ ୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର() ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୫ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସୂଚନା ମୁତାବକ ଜୁଲାଇ ୮ ଓ ୯ତାରିଖରେ ରାଜ୍ୟର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

୮ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର() ରାଜ୍ୟରେ ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ୮ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୮ଟି ଜିଲ୍ଲା ଗୁଡିକ ହେଲା ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ,କନ୍ଧମାଳ, ଖୋର୍ଦ୍ଧା, କଟକ ଓ ପୁରୀ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ…