Odia News Portal
Browsing Tag

rain

ଲଗାଣ ବର୍ଷା ଯୋଗୁଁ ପାହାଡ଼ ଧସିଲା, ଭାସିଗଲା ବ୍ରିଜ୍‌

ବ୍ରହ୍ମପୁର()  ଲଗାଣ ବର୍ଷା ଯୋଗୁଁ ସୋରଡା ବ୍ଲକ ବରଦା ପଞ୍ଚାୟତର ଖାରିଗୁଡାରେ ନିର୍ମିତ ବ୍ରିଜ୍‌ ଭାସିଯାଇଛି । ଫଳରେ ୧୫ ଖଣ୍ଡ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ବ୍ରିଜ୍‌ଟି ଗୋକୁଳପୁର-ଖାରିଗୁଡାକୁ ସଂଯୋଗ କରୁଥିଲା । ଲଗାଣ ବର୍ଷା ଯୋଗୁଁ ବ୍ରହ୍ମପୁର ଅଞ୍ଚଳର ପାତ୍ରପୁର ବ୍ଲକ…

ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର() ଆନ୍ଧ୍ର ପ୍ରଦେଶ ଉପକୂଳ କାକିନାଡ଼ା ଠାରେ ଅବପାତ ସ୍ଥଳଭାଗ ଛୁଇଁଛି । ଏହାର ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅଧକାଂଶ ଜିଲ୍ଲାରେ ବର୍ଷା ହେଉଛି । ଅନ୍ୟପକ୍ଷରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତାକାଲି ସକାଳ ଯାଏଁ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

୫୦୦ ଲୋକଙ୍କୁ ସ୍ଥାନାନ୍ତର

ଭୁବନେଶ୍ୱର()  ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ରୂପ ନେଇଛି  । ଏହି ଗଭୀର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି  । ଉତ୍ତର ଆନ୍ଧ୍ର କାକିନଡ଼ା ନିକଟରେ ଗଭୀର ଅବପାତ ଅତିକ୍ରମ କରିଛି  ।  ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁଛି  ।…

ଘରୁ ନବାହାରିବାକୁ ପରାମର୍ଶ

ଭୁବନେଶ୍ୱର () ଡିପ୍ ଡିପ୍ରେସନ ପ୍ରଭାବରେ ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରାଯାଇଛି। ଟ୍ବିନ୍ ସିଟିରେ ଆଜି  ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏପରିକି ଘଣ୍ଟା ପ୍ରତି ୨ରୁ ୩…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଗଭୀର ଅବପାତର ରୂପ ନେଇଛି । ସମୁଦ୍ର ଭିତରେ ଏହା ଘଣ୍ଟାପ୍ରତି ୬ କିମି ବେଗରେ ଗତି କରୁଛି । ବିଶାଖାପାଟଣା ଠାରୁ ଦକ୍ଷିଣ ପୂର୍ବରେ ୨୫୦ କିମି ଦୂରରେ ଏହାର ସ୍ଥିତି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ…

୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର () ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି । ଅକ୍ଟୋବର ୯ରେ ଏକ ଲଘୁଚାପରେ ପରିଣତ ହେବା ସହ ୧୦ ତାରିଖରେ ଅବପାତ ରୂପ ନେବା ପ୍ରଭାବରେ ୧୧ ତାରିଖଠାରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାରେ…

୧୩ ଜିଲ୍ଲାକୁ ସତର୍କ ସୂଚନା, ପ୍ରବଳ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା-…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର () ଗୋଟିଏ ଲଘୁଚାପ ବର୍ଷା ଛାଡ଼ିନି, ଦାନା ବାନ୍ଧିଲାଣି ଆଉ ଗୋଟିଏ । ଏ ଲଘୁଚାପ ବର୍ଷା ଆହୁରି ୩/୪ ଦିନ ରହିବ । ତା’ ପରେ ଆସନ୍ତା ୯ ତାରିଖବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଅଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ (ଡିପ୍ରେସନ୍‌) ରୂପ ନେବା ଆକଳନ କରାଯାଉଛି । ଏହା…

ରାଜଧାନୀରେ ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ଏହା ପ୍ରଭାବରେ ରାଜଧାନୀ ଭୁବନେଶ୍ୱରେ ୨ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ…

୧୦ଟି ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର() ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ତାରିଖ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ…