Odia News Portal
Browsing Tag

rain

ଆହୁରି ବର୍ଷିବ, ସତର୍କ ରୁହ ଏହିସବୁ ଜିଲ୍ଲା

ଭୁବନେଶ୍ବର ()ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା। ଫଳରେ ଆହୁରି ଅଧିକ ବର୍ଷା ହୋଇପାରେ। ବିଶେଷକରି ୫ ଦିନ ଧରି ଓଡ଼ିଶାରେ ବର୍ଷା ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।…

୫ ଯାଏ ପ୍ରବଳ ବର୍ଷିବ, ସତର୍କ ରୁହ ଏହି ସବୁ ଜିଲ୍ଲା

ଭୁବନେଶ୍ୱର() ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆଜି ଠାରୁ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ…

୩ ଦିନ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର() ଆସନ୍ତା ୩୦ ତାରିଖଠାରୁ ଅକ୍ଟୋବର ୨ ପର୍ୟ୍ୟନ୍ତ ରାଜ୍ୟରେ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏଣୁ ଏହି ୩ ଦିନ ସତର୍କତା ଅବଲମ୍ବନ କରିବା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ପରାମର୍ଶ ଦିଆଯାଇଛି । ଏହା ସହ ବିପଦ ଥିବା ଜିଲ୍ଲା…

୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ବିହାରରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଏକ ଟ୍ରପଲାଇନ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ କେତକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ଜିଲ୍ଲାକୁ କାଳବୈଶାଖୀ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ଭଦ୍ରକ, କେନ୍ଦ୍ରାପଡ଼ା,…

୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର() ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲାଗୁଡିକ ହେଉଛି- ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ । ଘୂର୍ଣ୍ଣିଝଡ ଓ ବଜ୍ରପାତ ସହ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ସେହି ୧୭ଟି…

ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ସମ୍ଭାବ୍ୟ ଲଘୁଚାପ ପଶ୍ଚିମବଙ୍ଗ ପାଖ ଦେଇ ମିଅାଁମାର କିମ୍ବା ବାଂଲାଦେଶ ଆଡ଼କୁ ଗତି କରିପାରେ । ଓଡ଼ିଶାରେ ଏହା ପ୍ରଭାବରେ ଆସନ୍ତା ଅକ୍ଟୋବର…

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ବର() ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାସହ ୨୪ରୁ…

ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର()  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି…

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ…

ପ୍ରବଳ ବର୍ଷିବ, ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର() ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।…