୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷିବ
ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଲଘୁଚାପରେ ପରିଣତ ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ!-->…