ପଞ୍ଚଭୂତରେ ବିଲୀନ ହେଲେ ଓଡିଆ ଯବାନ ରାଣାପ୍ରତାପ
ପଞ୍ଚଭୂତରେ ବିଲୀନ ହେଲେ ଓଡିଆ ଯବାନ ରାଣା ପ୍ରତାପ। ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଜନ୍ମମାଟି ତାଳଚେରର କୃଷ୍ଣଚନ୍ଦ୍ରପୁର ଗାଁରେ ତାଙ୍କର ଶେଷ କୃତ୍ୟ ସଂପନ୍ନ ହୋଇଛି। ଶେଷ କୃତ୍ୟରେ ଅନେକ ମାନ୍ୟଗଣ ବ୍ୟକ୍ତି ସାମିଲ୍ ହୋଇଛନ୍ତି। ରାଣା ପ୍ରତାପ ଅମର ରହେ ଧ୍ଵନୀରେ ପ୍ରକମ୍ପିତ ହୋଇ ଉଠିଛି!-->…