ପରିବାରର ସମସ୍ତେ ଚାଲିଯିବା ପରେ ରାହା ଖୋଜୁଛି ୧୪ ମାସର ଶିଶୁ
ଅନୁଗୁଳ: ୧୪ ମାସର ଶିଶୁ ଉପରେ ଦଇବ ସାଜିଛି ଦାଉ । କରୋନାରେ ଆକ୍ରାନ୍ତ ହୋଇ ପରିବାରର ସମସ୍ତେ ଚାଲିଗଲେ ଆରପାରିକୁ । ସେପଟେ ମାମୁଁଘରେ ଆଶ୍ରୟ ନେଇଥିବା ବେଳେ ଅଜା, ଆଇଙ୍କ ସହ ମାମୁଁଘର ଲୋକେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଛନ୍ତି । ଶେଷରେ ନିଜର ମାଉସୀ ଶେଷ ଭରଷା ହୋଇଛନ୍ତି!-->…