ଝାଡ଼ଖଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ସୁବର୍ଣ୍ଣ ରେଖା
ଭୁବନେଶ୍ବର : ବାତ୍ୟା ୟାସ୍ ପ୍ରଭାବରେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହୋଇଛି ।ଫଳରେ ଝାଡଖଣ୍ଡରୁ ବହୁ ଜଳ ଆସିବା କାରଣରୁ ସୁବର୍ଣ୍ଣ ରେଖା ନଦୀରେ ବଢୁଛି ଜଳସ୍ତର । ଉପର ମୁଣ୍ଡାରେ ପ୍ରବଳ ପାଣି ପ୍ରବାହିତ ହେଉଥିବା ବେଳେ ଏବେ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା କରାଯାଉଛି । ବାଲିଆପାଳ ପ୍ରଶାସନ!-->…