ରାଜ୍ୟରେ କମୁଛି ପ୍ରଜଜନ ହାର
ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି ପ୍ରଜନନ ହାର । ପୂର୍ବ ତୁଳନାରେ ମହିଳାମାନେ କମ୍ ପିଲା ଜନ୍ମ ଦେଉଛନ୍ତି । ଗତ ୫ ବର୍ଷ ଭିତରେ ଏହା ଶୂନ ଦଶମିକ ୩ ପଏଂଟ ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ବେକ୍ଷଣ-୫ରୁ ଏଭଳି ତଥ୍ୟ!-->…