‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ!-->…