ଆଜି ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି
ପୁରୀ: ବାର ମାସରେ ତେର ପର୍ବ । ହେଲେ ଶ୍ରୀକ୍ଷେତ୍ରରେ ସବୁଦିନ ପର୍ବ ପାଳିତ ହୋଇଥାଏ । ମହାପ୍ରଭୁଙ୍କ ରହିଛି ଅନେକ ନୀତି । ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ । ଏହାକୁ ଋଷି ପଞ୍ଚମୀ ବ୍ରତ ବୋଲି କୁହାଯାଇଥାଏ । ସେହିପରି ଆଜି ହେଉଛି ଋଷି!-->…