ଗୁଜବକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜବାବ
ଯେବେ ଯେବେ ନିର୍ବାଚନ ଆସେ ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜୁବ ପ୍ରଚାର ଆରମ୍ଭ ହୁଏ । କିନ୍ତୁ ଏଭଳି ଗୁଜୁବ ଯେବେ ବି ସୃଷ୍ଟି ହୋଇଛି, ବିଜୁ ଜନତା ଦଳ ନିର୍ବାଚନରେ ଆହୁରି ଭଲ ପ୍ରଦର୍ଶନ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ!-->…