ସମଲିଙ୍ଗୀ ବିବାହ ପାଇଁ ମହାଭାରତ
ଯାଜପୁର: ସମଲିଙ୍ଗୀ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଉତ୍ତେଜନା । ଜୀବନ ଉପରେ ବିପଦରେ ଅଛି କହି ଥାନାରେ ଆଶ୍ରୟ ନେଲେ ସମଲିଙ୍ଗୀ ଦମ୍ପତି । ଦୀର୍ଘ ଦୁଇ ବର୍ଷ ଧରି ସମ୍ପର୍କରେ ଥିଲେ ଏହି ଦମ୍ପତି । ଦୁଇଜଣ ଦୁଇଜଣକୁ ପାଇ ସୁଖରେ ସଂସାର ଗଢ଼ିବା ପରେ ପରିବାର ଲୋକ କାହିଁକି ବିରୋଧ କରୁଛନ୍ତି!-->…