ନଭେମ୍ବର ମାସରେ ଖୋଲିବନି ସ୍କୁଲ
ଭୁବନେଶ୍ୱର() ରାଜ୍ୟରେ ଏବେ ଖୋଲିବନି ସ୍କୁଲ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ମାସରେ ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି ନିଆଇଥିଲା । କିନ୍ତୁ ଏହାକୁ ବର୍ତ୍ତମାନ ପରିସ୍ଥିତିରେ ସ୍ଥଗିତ…