Odia News Portal
Browsing Tag

saraswati puja 2022

ଆଜି ସରସ୍ୱତୀ ପୂଜା,ଶିକ୍ଷାଅନୁଷ୍ଠାନରେ ପୂଜା ପାଇବେ ମା ସରସ୍ୱତୀ

ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ କରିଥାନ୍ତି ।