ଏଣିକି ୭୫ ପ୍ରତିଶତ ଉପସ୍ଥାନ ନଥିଲେ ପରୀକ୍ଷା ଦେଇପାରିବେନି ଛାତ୍ରଛାତ୍ରୀ
ଭୁବନେଶ୍ୱର () ଏଣିକି ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରଛାତ୍ରୀ ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ ସଂକ୍ରାନ୍ତରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତର କଲେଜ ଅଧ୍ୟକ୍ଷ/ଅଧକ୍ଷାଙ୍କୁ ନିର୍ଦ୍ଦେଶନାମା…