ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ୮୦ ମାର୍କ
ଭୁବନେଶ୍ୱର : ଚଳିତ ମାସ ୮ ତାରିଖରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଲିବ । ଆଉ ମେ’ ୩ ତାରିଖରେ ହେବ ମାଟ୍ରିକ ପରୀକ୍ଷା। କିନ୍ତୁ ଏଥର ପ୍ରତି ବିଷୟରେ ୮୦ ମାର୍କର ପରୀକ୍ଷା ହେବ। ସେ କହିଛନ୍ତି, ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ ପରୀକ୍ଷା । ୫୦ ମାର୍କର ଓଏମଆର ଅବଜେକ୍ଟିଭ!-->…