Odia News Portal
Browsing Tag

september

ସେପ୍ଟେମ୍ବର ମାସ ପାଇଁ କୋଭିଡ କଟକଣା କୋହଳ, ବିବାହ ଏବଂ ଅନ୍ତ୍ୟେଷ୍ଟି କାର୍ଯ୍ୟରେ ମୋଟ ୨୫୦ ଜଣଙ୍କୁ ଅନୁମତି

ସେପ୍ଟେମ୍ବର୧ ତାରିଖଠାରୁ ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ କୋଠିଡ ଗାଇଡଲାଇନ ବଳବତ୍ତର ରଖିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ବିଭିନ୍ନ କାର୍ଯ୍ୟ ପାଇଁ କୋହଳ କରିଛନ୍ତି କଟକଣା । ଏପରିକି ପୁର୍ବରୁ ଭୁବନେଶ୍ୱର, କଟକ ଏବଂ ପୁରୀରେ ଲାଗି ରହିଥିବା ସପ୍ତାହନ୍ତ ସଟ୍‌ଡାଉନକୁ ଉଠାଇ

ପଶ୍ଚିମ ଓଡିଶାରେ ଗଣପର୍ବ ନୂଆଖାଇ ପାଇଁ ଆଜି ଶୁଭ ଲଗ୍ନ ନିର୍ଘଣ୍ଟ

ନୁଆଖାଇ ଭାରତର ଏକ ଆଞ୍ଚଳିକ ପର୍ବ ଅଟେ। ଏହା ପ୍ରାୟତ ଅଗଷ୍ଟ କିମ୍ବା ସେପ୍ଟେମ୍ବର ମାସରେ ପଡେ । ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ଶୁଭ ଲଗ୍ନ ନିର୍ଘଣ୍ଟ । ପରମ୍ପରା ଅନୁଯାୟୀ ଜନ୍ମାଷ୍ଟମୀ ପର ଦିନ ନୂଆଖାଇ ଲଗ୍ନ ନିର୍ଘଣ୍ଟ ହୁଏ । ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁର

ଆଜି ଆସିବ ସେପ୍ଟେମ୍ବର ମାସର ଗାଇଡଲାଇନ୍‌

ଆଜି ଆସିବାକୁ ଯାଉଛି ସେପ୍ଟେମ୍ବର ମାସର ଗାଇଡଲାଇନ୍ ଯାହା ଉପରେ ସମସ୍ତ ଙ୍କ ନଜର ରହିଛି । ସେପ୍ଟେମ୍ବରରେ କଣ ହେବ କୋହଳ, କଣ ରହିବ କଟକଣା, ସେନେଇ ଘୋଷଣା କରିବେ ରାଜ୍ୟ ସରକାର । ଆଗକୁ ପାର୍ବଣ ଆସୁଥିବାରୁ ଏହା ପାଇଁ ମଧ୍ୟ କିଛିଟା ଗାଇଡଲାଇନ୍ ଜାରି କରାଯାଇପାରେ । ଆଗକୁ ସମ୍ଭାବ୍ୟ

ସେପ୍ଟେମ୍ବର ୧ ଯାଏଁ ଆଶିଂକ ଲକ୍‌ଡାଉନ୍‌

ଆଜିଠୁ ସାମାନ୍ୟ କଟକଣା ସହ ଖୋଲିଲା ଓଡ଼ିଶା । ଦୀର୍ଘ ଦିନର ଲକଡାଉନ୍ କଟକଣା ପରେ ଏବେ ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍ । ସାରା ରାଜ୍ୟରେ ଆଜିଠୁ ସପିଙ୍ଗମଲ, ସିନେମା ହଲ୍ , ପାର୍କ, ସହ ସବୁ ଦୋକାନ ବଜାର ଖୋଲିବାକୁ ଯାଉଛି । କୋଭିଡ୍ କଟକଣା ମଧ୍ୟରେ ଏସବୁ ଖୋଲିବାକୁ ଅନୁମତି ମିଳିଛି ।

ସେପ୍ଟେମ୍ବର ମାସରୁ ସେରମ ଇନଷ୍ଟିଚ୍ୟୁଟ ଉତ୍ପାହନ କରିବ ସ୍ପୁଟନିକ୍ ଭି ଟୀକା

ଭାରତର ପୁନେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ ଋଷୀୟ ଟିକା ସ୍ପୁଟନିକ-ଭି କୁ ସେପ୍ଟେମ୍ବର ମାସ ଠାରୁ ଉତ୍ପାଦନ କରିବ । ଏହାସହ ବାର୍ଷିକ ୩୦ କୋଟି ଡୋଜ ଉତ୍ପାଦନ କରିବାକୁ କମ୍ପାନୀ ଲକ୍ଷ୍ୟ ରଖିଥିବା କୁହାଯାଇଛି । ସୂଚନା ମୁତାବକ ଏବେ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ ହୋଇଛି । ଡିସିଜିଆଇର