କନସଲଟାନ୍ସି ନାରେ ଦେହ ବେପାର
ରାଜଧାନୀରେ ଲମ୍ବୁଛି ଅପରାଧର ଫର୍ଦ୍ଦ । ଗୋଟିଏ ପଟେ ଧଳାଜହର ମାଫିଆ ସହରରେ ରାଜ୍ କରୁଥିବା ବେଳେ ଅନ୍ୟପଟେ ଦେହ ବ୍ୟବସାୟର ଆଡା ଜମୁଛି । ଅପରାଧୀଙ୍କ ଉପରେ ସମ୍ପୂର୍ଣ୍ଣ ଭାବେ ଅଙ୍କୁଶ ଲଗାଇ ପାରୁନି ପୋଲିସ । ଅପରାଧୀଙ୍କ ଅପରାଧ ଧିରେ ଧିରେ ବଢି ବଢି ଚାଲିଛି ।
ଭୁବନେଶ୍ବରର ମଞ୍ଚେଶ୍ବର!-->!-->!-->…