ପୁଣି ବିବାଦରେ ଶିଳ୍ପା-ରାଜ
ନୂଆଦିଲ୍ଲୀ: ବଲିଉଡ଼ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ। ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲା ପରେ ରାଜ ଏବେ ଠକେଇ ମାମଲାରେ ଫଶିଥିବା ଜଣାପଡ଼ିଛି। ତାଙ୍କ ବିରୋଧରେ ୧.୫୧ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଶିଳ୍ପା ଶେଟ୍ଟୀ ମଧ୍ୟ!-->…