ଦୁଇ ବର୍ଷ ଶିଶୁକୁ ଦିଆଗଲା ପ୍ରଥମ କରୋନା ଟୀକା
ପ୍ରଥମ ଦେଶ ରୂପେ କ୍ୟୁବାରେ ଶିଶୁଙ୍କୁ ଟିକା ଦିଆଯିବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପୂର୍ବରୁ ଏହି ଦେଶ ୧୨ବର୍ଷରୁ ଅଧିକ ବୟସ୍କ ପିଲାମାନଙ୍କୁ କାରୋନା ଟିକା ଦେବା ଆରମ୍ଭ କରିଥିଲା। ଏବେ ୨ ବର୍ଷର ପିଲାମାନଙ୍କୁ ଏଠାରେ କରୋନା ଟିକା ଦିଆଯାଇଛି। ଶିଶୁଙ୍କୁ ଟିକା ଦେବାରେ ଏହା ବିଶ୍ୱର ପ୍ରଥମ!-->…