ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍ସା
ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି।ମୁମ୍ବାଇ ଠାରେ ଗ୍ଲାମର ୱାର୍ଲ୍ଡ ପକ୍ଷରୁ ନିକଟରେ ଆୟୋଜିତ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ରୂପସା ବିଜୟୀ ହୋଇଛନ୍ତି।
ସୋଆ!-->!-->!-->…