‘ନୌଲ୍’ ପ୍ରଭାବରୁ ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ଭୁବନେଶ୍ୱର() ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…