ଆସନ୍ତୁ ଜାଣିବା ଏହି ମନ୍ଦିର ବିଷୟରେ କିଛି ଗୁପ୍ତ ତଥ୍ୟ ବିଷୟରେ
କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାଠାରେ ରହିଛି ଗୁପ୍ତେଶ୍ଵର ମହାଦେବ ମନ୍ଦିର। ଏହା ଓଡ଼ିଶାର ଏକ ପ୍ରସିଦ୍ଧ ଶୈବପୀଠ। ଏହା ଜୟପୁର ସହରଠାରୁ ୫୮ ଓ କୋରାପୁଟଠାରୁ ୮୦ କିଲୋମିଟର ଦୂରରେ ଅବସ୍ଥିତ। ପ୍ରାକୃତିକ ଶୋଭାରାଜିରେ ଆଚ୍ଛାଦିତ ଏହି ସ୍ଥଳୀ ଶୀତ ଦିନିଆ ପିକ୍ନିକ୍ ପାଇଁ ଏକ ଉତ୍ତମ ସ୍ଥାନ!-->…