ସବୁଜ ବାଣ ଉପରେ ନିଷ୍ପତ୍ତି ନେବେ ଏସ୍ଆର୍ସି
କଟକ : ଦୀପାବଳିରେ ବାଣ ଫୁଟାଇବାକୁ ନେଇ ହାଇକୋର୍ଟରେ ସବୁଜ ବାଣକୁ ଅନୁମତି ସମ୍ପର୍କିତ ମାମଲା ପ୍ରସଙ୍ଗରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟ ଓ ଏନଜିଟିଙ୍କ ନିର୍ଦ୍ଦେଶାବଳୀ ଆଧାରରେ ଏସ୍ଆର୍ସି ନିଷ୍ପତ୍ତି ନେବେ। କୋଭିଡ୍!-->…