ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା, ଉଚ୍ଚଶିକ୍ଷା ଲାଗି ଛାତ୍ର ଛାତ୍ରୀଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ
କୋଲକାତା: ପ୍ରତିଶ୍ରୃତି ରଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ନିର୍ବାଚନ ବେଳେ ଛାତ୍ର ଛାତ୍ରୀଙ୍କୁ ଦେଇଥିବା ପ୍ରତିଶ୍ରୃତି ରକ୍ଷା କରିଛନ୍ତି । ପଶ୍ଚିମବଙ୍ଗ କ୍ୟାବିନେଟ୍ ଗୁରୁବାର ଦିନ ଷ୍ଟୁଡେଣ୍ଟ କ୍ରେଡିଟ୍ କାର୍ଡ ଯୋଜନାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି!-->…