Odia News Portal
Browsing Tag

sum-hospital

ବିରଳ ଓ ଜଟିଳ ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ସାଉଁଟିଲେ ସମ୍ ନ୍ୟୁରୋସର୍ଜନ

ଭୁବନେଶ୍ୱର: ବିରଳ ଓ ଜଟିଳ ଜ୍ୟାଂଟ ଆନ୍ୟୁରିଜିମ୍ ସମସ୍ୟାରେ ପୀଡ଼ିତ ଥିବା ୧୮ ବର୍ଷ ଯୁବକଙ୍କର ଅସ୍ତ୍ରୋପଚାର କରି ଆଉ ଏକ ସଫଳତା ହାସଲ କରିଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସ୍ ଆଣ୍ଡ ସମ ହସ୍ପିଟାଲର ନ୍ୟୁରୋସର୍ଜନ୍ । ବିଶ୍ୱରେ ବର୍ତମାନ ପର୍ଯ୍ୟନ୍ତ ଏହି ସମସ୍ୟାରେ ପୀଡ଼ିତ

ପ୍ରଦୂଷଣ ଯୋଗୁଁ ବହୁଳ ମାତ୍ରାରେ ବଢ଼ୁଛି ସିଓପିଡି ସମସ୍ୟା

ଭୁବନେଶ୍ୱର : ପରିବେଶ ପ୍ରଦୂଷଣ ଯୋଗୁଁ ଦିଲ୍ଲୀରେ ବର୍ତମାନ ଲକଡାଉନ୍ ଘୋଷଣା କରିବାର ପରିସ୍ଥିତି ଉପୁଜିଥିବା ବେଳେ କ୍ରନିକ୍ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୁନାରୀ ଡିଜିଜ୍ (ସିଓପିଡି) ସମସ୍ୟାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି । ମୁଖ୍ୟତଃ ବାୟୁ ପ୍ରଦୂଷଣ ଯୋଗୁଁ ସିଓପିଡି ରୋଗୀଙ୍କ ସଂଖ୍ୟା ବୃଦ୍ଧି

ସମ୍ ହସ୍ପିଟାଲରେ ବିଶ୍ୱ ମଧୁମେହ ଦିବସ ପାଳିତ

ଭୁବନେଶ୍ୱର: କୋଭିଡ୍ ମହାମାରୀ ଗତ ଦୁଇ ବର୍ଷ ଧରି ସାରା ବିଶ୍ୱକୁ ଆକ୍ରାନ୍ତ କରି ରଖିଥିବା ବେଳେ ମଧୁମେହ ରୋଗକୁ ନେଇ ବିଶେଷଜ୍ଞମାନେ ଉଦ୍ବେଗଜଜନକ ତଥ୍ୟ ପ୍ରକାଶ କରିଛନ୍ତି । ମଧୁମେହ ରୋଗ ଥିବା ବ୍ୟକ୍ତିଙ୍କୁ କୋଭିଡ୍ -୧୯ ଅଧିକ ଆକ୍ରାନ୍ତ କରୁ ଥିବାର ଲକ୍ଷ୍ୟ କରାଯାଇଥିବା ବେଳେ ଏହି

ପୂର୍ବ ଭାରତରେ ପ୍ରଥମ, ସମ୍ ହସପିଟାଲରେ ଅତ୍ୟାଧୁନିକ ଅଟୋମେଟେଡ୍ ସିବିସି ଆନାଲାଇଜର ଉପଲବ୍ଧ

ଭୁବନେଶ୍ୱ ର : ଉତମ ରୋଗୀ ସେବା କ୍ଷେତ୍ର ରେ ସବୁବେଳେ ଆଗଧାଡ଼ ିରେ ରହି ନୂତନ ଜ୍ଞ୍ୟାନ କୌଶଳ ସମ୍ପନ୍ନ ଓ ଅତ୍ୟାଧୁନିକ ସରଞ୍ଜାମ ଆପଣେଇବାରେ ଅଗ୍ର ଣୀ ଥିବା ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସପିଟାଲ ଲାବୋରେଟୋରୀ ହେମାଟୋଲୋଜି କ୍ଷେତ୍ରରେ ଏକ ବଡ ପଦକ୍ଷେପ ନେଇଛି ।

ସମ୍‌ ହୃଦରୋଗ ବିଶେଷଜ୍ଞଙ୍କ ପ୍ରଚେଷ୍ଟା, ସଫଳ ଉପଚାର ଯୋଗୁଁ ନୂଆ ଜୀବନ ପାଇଲା ନବଜାତ ଶିଶୁ

ଭୁବନେଶ୍ୱର : ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍‌ ଅଫ୍‌ ଦି ଗ୍ରେଟ୍‌ ଆର୍ଟେରୀଜ୍‌ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ ନେଇଥିବା ଶିଶୁଟିକୁ

ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର: ୬ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନମାନେ । ସାଢ଼େ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ ହେବ ଓଜନ କମିବା ସହିତ ସେ ଖୁବ୍ ରୋଗିଣା

ପଞ୍ଜାବ ନ୍ୟାସ୍‌ନାଲ ବ୍ୟାଙ୍କ ପକ୍ଷରୁ ଆଇଏମ୍‌ଏସ୍ ଏବଂ ସମ ହସ୍ପିଟାଲକୁ ସହାୟତା

କୋଭିଡ ମହାମାରୀ ସମୟରେ ସତର୍କତା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇଏମ୍‌ଏସ୍‌ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ସହାୟତାର ହାତ ବଢ଼ାଇଛି ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଚିକିତ୍ସା ପାଇବା ନିମନ୍ତେ ପ୍ରତ୍ୟେକ ଦିନ ବହୁ

ସମ୍ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ କୋଭିସିଲ୍ଡ ଟୀକା ଉପଲବ୍ଧ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟୀକା ପ୍ରଦାନ କରାଯାଉଛି । ସେରମ

ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ୪୧ ବର୍ଷିୟ ଜଣେ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚୁ୍ୟଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତି ହୋଇଥିବା ଏହି ରୋଗୀଙ୍କର ବାମପଟ ଆଡି୍ରନାଲ୍