କୋଭିଡ୍ ମହାମାରୀରେ ଉତ୍କୃଷ୍ଟ ସେବା ନିମନ୍ତେ ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ
ଭୁବନେଶ୍ୱର: କନ୍ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରୀ (ସିଆଇଆଇ) ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ “ଆଇସିଟି ଆୱାର୍ଡ: ଫୋକସ୍ କୋଭିଡ୍-୧୯” କାର୍ଯ୍ୟକ୍ରମରେ ସମ୍ ଅଲ୍ଟିମେଟ୍ ମେଡିକେୟାର, ମଲ୍ଟି ସ୍ପେଶିଆଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ୍ ସେବା କ୍ଷେତ୍ରରେ!-->…