ଦିନ ୧୧ ଟା ରୁ ୩ ଟା ଗଡିବନି ବସ୍
ହିଟଓ୍ୱେଭ୍ ମୁକାବିଲା ଲାଗି ପରିବହନ ବିଭାଗର ମାର୍ଗଦର୍ଶିକା । ଦିନ ୧୧ଟାରୁ ୩ଟା ଯାଏ ଗଡ଼ିବନି ବସ୍ । ବସରେ ରହିବ ବିଶୁଦ୍ଧ ପାନୀୟ ଜଳ ଏବଂ ଓଆରଏସ । ବସଷ୍ଟପରେ ରହିବ ବିଶ୍ରାମଗାର, ଖୋଲିବ ଜଳଛତ୍ର । ବସରେ ଗହଳିକୁ ବାରଣ କରାଯାଇଛି । ଜାତୀୟ ରାଜପଥରେ ଖୋଲିବ ଓ୍ୱାଟର କିସ୍କକୋ । ପରିବହନ!-->…