ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ନେଇ ନୂଆ ଆଇନ ଉପରେ ରୋକ୍ ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ
ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ନିର୍ବାଚନ କମିଶନର(ଇସି)ଙ୍କ ନିଯୁକ୍ତି ସମ୍ପର୍କିତ ନୂଆ ଆଇନ ଉପରେ ରୋକ୍ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି।
ମୋଦୀ ସରକାର ଆଣିଥିବା ନୂଆ ଆଇନରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କ ଚୟନ କମିଟିରୁ ପ୍ରଧାନ ବିଚାରପତିଙ୍କୁ!-->!-->!-->…