୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ
ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତ୍ରୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍ଲାଇନ୍ ଓ ଅନ୍ଲାଇନ୍ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ।!-->…