Odia News Portal
Browsing Tag

swadhikar latest news

ଦିଲ୍ଲୀକୁ ୧୩୩ ଟନ୍ ଅକ୍ସିଜେନ୍ ପରିବହନ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳରୁ ଟାଟା ଷ୍ଟିଲ୍ ସାଇଡିଂ, ଜାଖପୁରା ଠାରୁ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ପଠାଯାଇଛି । ୧୩୩.୨୦ ଟନ୍ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ଜାଖପୁରାରୁ ଦିଲ୍ଲୀକୁ ପରିବହନ କରାଯାଇଥିଲା । ସାତଟି କ୍ରାଓଜେନିକ୍ ଟ୍ୟାଙ୍କର୍

ସଂକ୍ରମଣକୁ ଟକ୍କର ଦେଉଛି ସୁସ୍ଥ, ୯୭୦୬ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମଣ ରହୁଥିବାବେଳେ ରେକର୍ଡ ପରିମାଣରେ ସୁସ୍ଥ ହେଉଛନ୍ତି ।ରାଜ୍ୟରେ ଆଜି ୯୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ

ଦିଲ୍ଲୀ, ଗୋଆ ଟ୍ରେନ୍ ଯାତ୍ରୀଙ୍କ ପାଇଁ କଠିନ ନିୟମ

ଭୁବନେଶ୍ୱର ; ଟ୍ରେନ୍ ଦ୍ୱାରା ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଦିଲ୍ଲୀ ଏବଂ ଗୋଆ ସରକାରଙ୍କ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (SOP) ଜାରି କରାଯାଇଛି। ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶରୁ ଟ୍ରେନ ଯୋଗେ ଦିଲ୍ଲୀ ଯାଉଥିବା ଏବଂ ଦେଶର ଯେକୌଣସି ସ୍ଥାନରୁ ଗୋଆ ଯାଉଥିବା

ସମସ୍ତ ବୁକିଂ କ୍ୟାନସଲ କରିବନି ବିଏମସି

ଭୁବନେଶ୍ୱର : ରାଜଧାନୀର ଘରୋଇ ହସ୍ପିଟାଲରେ ଟୀକାଦାନ ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର । ପୂର୍ବରୁ ୩୧ଟି ବେସରକାରୀ ହସ୍ପିଟାଲକୁ  ପ୍ରଥମ ଫେଜ୍‌ରେ ଚିହ୍ନଟ କରାଯାଇଥିଲା। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବି ପ୍ରାଇଭେଟ୍ ହସ୍ପିଟାଲକୁ ଟୀକା ଦିଆଯାଇ ନଥିବା ସୂଚନା ମିଳିଛି ।

ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ

ନୀଳଗିରି : କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ । ଦୁର୍ଘଟଣାଗ୍ରସ୍ତ ହୋଇଛି କେନ୍ଦ୍ରମନ୍ତ୍ରୀଙ୍କ ଗାଡି। ଏକ ଟ୍ରାକ୍ଟର କେନ୍ଦ୍ରମନ୍ତ୍ରୀଙ୍କ ଗାଡିକୁ ଧକ୍କା ଦେଇଥିବା ଜଣାପଡିଛି । ଫଳରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ନିଳଗିରି

ହିମନ୍ତ ବିଶ୍ୱ ଶର୍ମା ହେବେ ଆସାମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଆସାମର ମୁଖ୍ୟମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ ଶର୍ମା । ଗତ କିଛିଦିନ ନାଟକରେ ପଡିଲା ପୂର୍ଣ୍ଣଛେଦ । ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଚୟନ କରାଯାଇଛି । କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ

ରିଆମାଳ ବ୍ଲକର ବିଭିନ୍ନ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଅଞ୍ଚଳ

ଦେବଗଡ: ଦେବଗଡ ଜିଲ୍ଲା ରେ ଦିନକୁ ଦିନ କରୋନାର ବର୍ଦ୍ଧିତ ପ୍ରଭାବ ଦେଖିବାକୁ ମିଳିଛି। କରୋନାର ଏହି ବର୍ଦ୍ଧିତ ପ୍ରଭାବକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେବଗଡ ଉପ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ ଏନେଇ ଜିଲ୍ଲା ର ରିଆମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ

କରୋନା ସଂପର୍କରେ 3 ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଲା ସିଡିସି

ନୂଆଦିଲ୍ଲୀ: କରୋଭାଇରସ୍‌ ଭୂତାଣୁ ‘ସାର୍ସ-କୋଭ୍-୨’ ବାୟୁବାହିତ ବୋଲି ଯୁକ୍ତରାଷ୍ଟ୍ର ଆମେରିକାର ‘ସେଣ୍ଟର୍‌ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେନ୍‌ସନ୍‌’ (ସିଡିସି) ସୁନିଶ୍ଚିତ କରିଛି। ‘ସାର୍ସ-କୋଭ୍‌-୨’ ସଂକ୍ରମଣ ସଂକ୍ରାନ୍ତ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ

ଭାରତ ମହାସାଗରରେ ଖସିଲା ଚୀନ ରକେଟ

ନୂଆଦିଲ୍ଲୀ: ଚୀନ୍‌ର ବୃହତ୍ତମ ରକେଟ୍‌ ୧୮ ଟନ୍‌ ଓଜନବିଶିଷ୍ଟ ‘ଲଙ୍ଗ୍‌ ମାର୍ଚ ଫାଇଭ୍-ବି’ର ଧ୍ବଂସାବଶେଷ ଭାରତ ମହାସାଗର ମଧ୍ୟକୁ ଖସିପଡ଼ିଥିବା କଥା ଚୀନା ରାଷ୍ଟ୍ରାୟତ ଗଣମଧ୍ୟମସୂତ୍ରରୁ ପ୍ରକାଶ। ସମୁଦ୍ରରେ ପଡ଼ିବା ପୂର୍ବରୁ ପୃଥିବୀର ବାୟୁମଣ୍ଡଳରେ ଘର୍ଷଣ ଯୋଗୁଁ ରକେଟ୍‌ର ବହୁ ଉପକରଣ