Odia News Portal
Browsing Tag

swadhikar latest news

ଭାରତୀୟ ତଟରକ୍ଷୀ ବାହିନୀର ସତର୍କତାମୂଳକ ପଦକ୍ଷେପ ବଞ୍ଚାଇଲା ବହୁ ଜୀବନ

ନୂଆଦିଲ୍ଲୀ : ଅତି ଭୀଷଣ ସାମୁଦ୍ରିକ ଝଡ଼ ‘ୟାସ’ ଓଡ଼ିଶା ଉପକୂଳ ବାଲେଶ୍ବର ଠାରୁ ଦକ୍ଷିଣରେ 20 କିମି ଦୂରରେ ସ୍ଥଳ ଭାଗରେ ମାଡ଼ ହୋଇଥିଲା। ତେବେ ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ପୂର୍ବ ସାମୁଦ୍ରିକ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପସମୂହ ଅଞ୍ଚଳରେ ବ୍ୟାପକ ଆଗୁଆ ସତର୍କତାମୂଳକ

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କଲେ । ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ।

କମିବ ବର୍ଷା ପ୍ରକୋପ

ଭୁବନେଶ୍ୱର : ଭେରି ସିଭିୟର ସାମୁଦ୍ରିକ ବାତ୍ୟା ୟାସ୍ ଉତର-ଉପକୂଳ ଓଡିଶାରୁ ଉତର-ଉତର ପଶ୍ଚିମ ଦିଗକୁ ଗତି କରୁଛି । ଗତ ୬ ଘଂଟା ମଧ୍ୟରେ ବାତ୍ୟାର ବେଗ ଘଂଟା ପ୍ରତି ୧୦ କିମି ରହିଛି ।ଏହାକ୍ରମଶଃ ଦୁର୍ବଳ ହେବାରେ ଲାଗିଛି । ତେବେ ଏହା ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱରରେ ଆଜିଠୁ ହେବ ଟିକାକରଣ

ଭୁବନେଶ୍ୱର : ବାତ୍ୟା ପାଇଁ ବୁଧବାର ଦିନ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣ ବନ୍ଦ ରହିଥିବା ବେଳେ ଗୁରୁବାର ଓ ଶୁକ୍ରବାର ସ୍ୱାଭାବିକ ଭାବେ ଟିକାଦାନ କାର୍ଯ୍ୟ ହେବ । ବିଏମସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଏମସିର ସୂଚନା ଅନୁଯାୟୀ ୨୭ ଓ ୨୮ ତାରିଖ ଦିନ ପୂର୍ବ ଧାର୍ଯ୍ୟ ସମୟ

ଭୁବନେଶ୍ୱର ଏୟାରପୋର୍ଟରେ ବିମାନ ଚଳାଚଳ ସ୍ୱାଭାବିକ

ଭୁବନେଶ୍ୱର : ବାତ୍ୟା ଯିବା ପରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ବୁଧବାର ସନ୍ଧ୍ୟା ୭ଟାରୁ ବିମାନ ଚଳାଚଳ ପୁଣି ଥରେ ସ୍ୱାଭାବିକ ହୋଇଛି । ଟ୍ୱିଟ୍ ଯୋଗେ ଏହି ସୂଚନା ଦେଇ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତୃପକ୍ଷ କହିଛନ୍ତି ଯେ,

ପଶ୍ଚିମ ଓଡ଼ିଶାକୁ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଯୋଗାଇବ ଓଡ଼ିଶା ଔଷଧ ନିଗମ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉତ୍କୃଷ୍ଟ କୋଭିଡ୍ ପରିଚାଳନା ନିମନ୍ତେ ଅ।ବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ । ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଅ।ଯାଇଛି । ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ