Odia News Portal
Browsing Tag

swadhikar news

ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ

ଆସନ୍ତା ମାର୍ଚ୍ଚ ୩୧ ତାରିଖ ଶୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କର। ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି

ଡରାଇଲାଣି ବର୍ଷା, ଆଜିଠାରୁ ଏହି ସବୁ ଜିଲ୍ଲାରେ ବର୍ଷିବ

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ତତ୍‌ସଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ସକ୍ରିୟ ରହିଛି l ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏଥିସହ ୨୪ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ

‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’

‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଆଜି ଏକଥା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ

ଓମଫେଡ ଡ୍ରାଇଭରଙ୍କୁ ପୋଲିସର ଅଟକ ପ୍ରତିବାଦରେ ଧାରଣା

 ଓମଫେଡ ଡ୍ରାଇଭରଙ୍କୁ ପୋଲିସର ଅଟକ ପ୍ରତିବାଦରେ ଧାରଣା । ନରାଜ ସ୍ଥିତ ଓମଫେଡ ସେଂଟର ଆଗରେ ଓମଫେଡ ଠିକା ଡ୍ରାଇଭର ମାନେ ଆନ୍ଦୋଳନ କରୁଛନ୍ତି । ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ପୁରୀ, କଟକ, ଭୁବନେଶ୍ବର, ଜଟଣୀକୁ ଯାଇପାରୁନି ଓମଫେଡ କ୍ଷୀର ।  ପାଖାପଖି ଲକ୍ଷେ ଲିଟରରୁ ଅଧିକ କ୍ଷୀର ଯୋଗାଣ

ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ

ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେଡି ଟିମ୍; ଆଣିଲେ ଏମିତି ଅଭିଯୋଗ

ସାଧାରଣ ନିର୍ବାଚନ-୨୦୨୪ରେ ଅନିୟମିତତା ନେଇ ବିଜୁ ଜନତା ଦଳ (ବିଜେଡି) ଅଭିଯୋଗ ଆଣିଛି। ନୂଆଦିଲ୍ଲୀରେ ଭାରତୀୟ ନିର୍ବାଚନ କମିସନଙ୍କୁ ଭେଟି ସ୍ମାରକପତ୍ର ଦେଲା ପରେ ବିଜେଡି ସଂସଦୀୟ ଟିମ୍ ସୋମବାର ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏହି ସୂଚନା ଦେଇଛି। ବିଜେଡି କହିଛି, ଲୋକସଭା ଓ

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ ପିଟିସନ୍ ଉପରେ ଶୁଣାଣି କରି ଏଭଳି

ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି

ନବୀନ ପଟ୍ଟନାୟକଙ୍କ ଉପରେ ରୁବେନ୍ ବାନାର୍ଜୀଙ୍କ ଲିଖିତ ବହିକୁ ନେଇ ବିଜେଡିରେ କମ୍ପନ। ପ୍ରଥମେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ରୁବେନଙ୍କ ତଥ୍ୟକୁ ପରୋକ୍ଷରେ ସମର୍ଥନ କରିଥିବାବେଳେ ଏବେ ଏହି ତଥ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। କେବଳ ଚା ଖଟି ଓ ବିରୋଧୀ

ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କ ବଢ଼ିବ କି କାର୍ଯ୍ୟକାଳ

ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କ ବଢ଼ିବ କି କାର୍ଯ୍ୟକାଳ? ମୁଖ୍ୟ ଶାସନ ସଚିବ ଦାୟିତ୍ବରେ ଥିବା ଏହି ଅଧିକାରୀଙ୍କ କାର୍ଯ୍ୟକାଳ ସରକାର ୬ମାସ ବଢ଼ାଇ ପାରନ୍ତି । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତାଙ୍କ କାର୍ଯ୍ୟକାଳ ବଢ଼ାଯିବ ବୋଲି

ଯୁବତୀ ଅପହରଣ ପଛରେ ତ୍ରିକୋଣୀୟ ପ୍ରେମ, ନାଟକ ରଚିଥିଲେ ଏକ୍ସ ବୟଫ୍ରେଣ୍ଡ

ମୈତୀବିହାର ଯୁବତୀ ଅପହରଣ ଘଟଣାରେ ନୂଆ ଟ୍ୱିଷ୍ଟ । ଶେଷରେ ଘରକୁ ଫେରିଲେ ଅପହୃତ ଯୁବତୀ । ଘରକୁ ଫେରିବା ପରେ ଏକ ନିବୃତ୍ତ ସ୍ଥାନରେ ପଚରାଉଚରା କରୁଛି ପୋଲିସ । ତେବେ ଯାହା ଜଣାପଡିଛି ତ୍ରିକୋଣିଆ ପ୍ରେମ ପାଇଁ ଅପହରଣ ନାଟକ ରଚିଥିଲେ ପୂର୍ବତନ ପୁରୁଷ ବନ୍ଧୁ । ଏହାସହ ଅପହରଣକାରୀକୁ ଖୋଜିବା