Odia News Portal
Browsing Tag

swadhikar news

୧୬ଟି ଆଶ୍ରମ ସ୍କୁଲକୁ ହାଇସ୍କୁଲ ମାନ୍ୟତା ଦିଆଯିବ : ମୁଖ୍ୟମନ୍ତ୍ରୀ

ଦେଶ ପାଳୁଛି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । ଭୁବନେଶ୍ୱର ଜନତା ମୈଦାନରେ ଭବ୍ୟ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । ଭିଡିଓ କନଫେରେନ୍‌ସରେ ଯୋଗ ଦେଲେ ନରେନ୍ଦ୍ର ମୋଦୀ । ଆଦିବାସୀଙ୍କ ବିକାଶ ପାଇଁ ୬ହଜାର କୋଟି ଟଙ୍କା

 ପାରାଦୀପ ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ 

ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦଘାଟିତ । ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାରାଦୀପ ପ୍ରଗତିର ମୁଖଶାଳା କହିଲେ ମୋହନ ମାଝୀ । କଳିଙ୍ଗ ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ । ସାଧବ ପୁଅଙ୍କ ଦୁଃସାହସିକ ଜଳ ଯାତ୍ରା ଆଜି ବିପ୍ରେରଣା ଦିଏ ।

ଦିଲ୍ଲୀରେ ବିର୍ସାମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଅମିତ ଶାହ  

ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରାଯାଇଛି । ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପ୍ରତିମୂର୍ତ୍ତିର ଓଜନ ପ୍ରାୟ ୨୦ ଫୁଟ ଉଚ୍ଚ ଓ ୩ ହଜାର କିଲୋ ଓଜନ । ଏହି କାର‌୍ୟ୍ୟକ୍ରମରେ

ସଂପୂର୍ଣ୍ଣ ବନ୍ଦ ହେବ କଟନୀ ଛଟନୀ’

ଏଥର ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ କରାଯିବ ଚାଷୀ ସମାବେଶ । ଡିସେମ୍ବର ୮ ତାରିଖରେ ବରଗଡ଼ ସୋହେଲାରେ ରାଜ୍ୟସ୍ତରୀୟ କୃଷକ ସମାବେଶ ଆୟୋଜନ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮ଶହ ଟଙ୍କା ଲେଖାଏଁ ପ୍ରଦାନ

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୦, ୨୦୨୧ଏବଂ ୨୦୨୨ ବର୍ଷ ପାଇଁ ପୁରସ୍କାର ଘୋଷଣା କରାଯାଇଛି ା ୨୦୨୦ରେ ରଘୁ ସର୍ଦ୍ଦାର , ୨୦୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୦୨୧ରେ ଦମନ ଶ୍ରେଷ୍ଠ ଫିଲ୍ମ ଘୋଷଣା କରାଯାଇଛି ା ୨୦ରେ ଦେବାଶିଷ

ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ମାରିବା ଘଟଣାରେ ଆଗୁଆ ଜାମିନ ଆବେଦନ କରିଥଲେ ଜୟନାରାୟଣ। ୨୦୨୩ ମସିହା ଫେବ୍ରୁଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ

ଚେନ୍ ଲୁଟେରାଙ୍କ ପାଇଁ ଚାଲିଗଲା ଜୀବନ

ସୁନା ଚେନ୍ ଲୁଟେରାଙ୍କ ପାଇଁ ଚାଲିଗଲା ଜୀବନ। ଲୁଟର ଶିକାର ହୋଇଥିବା ମହିଳାଙ୍କ ଓଉଟ ରେ ମୃତ୍ୟୁ । ହତ୍ୟା ମାମଲା ରୁଜୁ କରି ଲୁଟେରାଙ୍କୁ ଖୋଜୁଛି ପୋଲିସ । ଗତ ସୋମବାର ଭୁବନେଶ୍ୱରରୁ ହରିରାଜପୁର ସୋମନାଥ ମନ୍ଦିର ଦର୍ଶନ ପାଇଁ ଯାଉଥିଲେ ଦମ୍ପତ୍ତି। ବାଇକ୍‌ରେ ସ୍ବାମୀ ସ୍ତ୍ରୀ ଯାଉଥିଲେ

ଆଇ.ଆର୍.ସି. ର ସଭାପତି ଭାବେ ପ୍ରଫେସର ମନୋରଞ୍ଜନ ପରିଡ଼ା ନିର୍ବାଚିତ

ଭୁବନେଶ୍ୱର (୧୩.୧୧.୨୦୨୪): ନୂଆଦିଲ୍ଲୀ ସ୍ଥିତ ସେଣ୍ଟ୍ରାଲ ରୋଡ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ପ୍ରଫେସର ମନୋରଞ୍ଜନ ପରିଡ଼ା ୧୧ ନଭେମ୍ବର ୨୦୨୪ ରେ ରାୟପୁର ଠାରେ ଅନୁଷ୍ଠିତ ଆଇ.ଆର୍.ସି. ର ବାର୍ଷିକ ଅଧିବେଶନରେ ଆଇ.ଆର୍.ସି. ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଇ.ଆର୍.ସି.

ବିଦେଶ ଗସ୍ତରେ ଯିବେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ୧୬ ତାରିଖରେ ବିଦେଶ ଗସ୍ତ କରିବେ ।  ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ  ୬ ଦିନିଆ ନାଇଜେରିଆ, ବ୍ରାଜିଲ ଓ ଗୁଏନା ଗସ୍ତରେ ଯିବେ । ପ୍ରଥମେ ମୋଦୀ ୧୬ ଓ ୧୭ ତାରିଖ  ନାଇଜେରିଆ ଗସ୍ତରେ ଯିବେ । ସେଠାକାର  ରାଷ୍ଟ୍ରପତିଙ୍କ ନିମନ୍ତ୍ରଣରେ  ମୋଦୀ ଏହି ଗସ୍ତ

ଶ୍ରୀମନ୍ଦିର ଭିତରକୁ ପଶିଲେ ଅଣହିନ୍ଦୁ

ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିରର ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ଶ୍ରୀମନ୍ଦିର ଭିତରକୁ ପଶିଲେ ଜଣେ ଅଣହିନ୍ଦୁ। ତେବେ ଉକ୍ତ ଅଣହିନ୍ଦୁ ଜଣଙ୍କ ଚାଈନିଜ ଭାଷାରେ କଥାବାର୍ତ୍ତା ହେଉଥିବା ଜଣାପଡିଛି। ଲୋକଙ୍କ ଭିଡ ଭିତରେ ଅଣହିନ୍ଦୁ ଜଣକ ଶ୍ରୀମନ୍ଦିର