Odia News Portal
Browsing Tag

swadhikar news

‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀରେ ଆୟୋଜିତ ‘ହର ଘର ତ୍ରିରଙ୍ଗା’ ରାଲିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ, ବିଏମସି କମିଶନର ଏବଂ

ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ଖସି ପଡ଼ିବା ଘଟଣା: ତିନିଜଣିଆ କମିଟିର ତଦନ୍ତ ଆରମ୍ଭ

ପୁରୀ ଶ୍ରୀକ୍ଷେତ୍ରରେ ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି।ମହାପ୍ରଭୁ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାଶ ମହାପାତ୍ରଙ୍କ ପୁଅ ଅନାଥ ହଳଧର ଦାଶ ମହାପାତ୍ରଙ୍କୁ ଡାକି ପଚରାଉଚରା କରିଛି ତିନିଜଣିଆ କମିଟି। ଏଥିସହ

ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ

ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ । ଚିକିତ୍ସା କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ମଙ୍ଗଳବାର ଥାନାରେ ଏନେଇ ଏତଲା ହୋଇଛି । ଡାକ୍ତରଙ୍କ ନାଁରେ ଏତଲା ଦେଲେ ରୋଗୀଙ୍କ ସଂପର୍କୀୟ । ସଂପର୍କୀୟ ମାଡରେ ଅଭିଯୁକ୍ତ ଡାକ୍ତର ଗୁରୁତର ହୋଇଛନ୍ତି । ଅଭିଯୁକ୍ତ ଡାକ୍ତର

ଭାରତକୁ ଶକ୍ତ ଧକ୍କା; ପ୍ରମୋଦ ଭଗତ ସସ୍‌ପେଣ୍ଡ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଲା ଶକ୍ତ ଧକ୍କା। ଡୋପ୍ ଟେଷ୍ଟରେ ଧରା ପଡ଼ି ୧୮ ମାସ ପାଇଁ ସସ୍‌ପେଣ୍ଡ ହେଲେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ। ଅନ୍ତର୍ଜାତୀୟ ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ୱ

ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ‘ହର୍ ଘର୍ ତ୍ରିରଙ୍ଗା’

‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ପରିସରରେ ଜୟ ହିନ୍ଦ୍ ଲେଖି ଅଭିଯାନର ଶୁଭାରମ୍ଭ କରିଛନ୍ତି ସିଏମ୍ । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ଦୀର୍ଘ ଦିନ ହେଲା ଷ୍ଟୋମାକ୍‌ କ୍ୟାନସର୍‌ରେ

ବଜ୍ରପାତ,ମହିଳା ମୃତ

ପୁରୀରେ ସୋମବାର ବଜ୍ରପାତ ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଅଗଷ୍ଟ ୧୩ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ

ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ; ରେଡ୍ ବେଳେ ମିଳିଲା ବିପୁଳ ସମ୍ପତ୍ତି

ଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ । R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ମିଳିଛି ବିପୁଳ ସମ୍ପତ୍ତି। ତାଙ୍କ ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ ଡିଜାଇନର ବହୁ ଗହଣା ସାଙ୍ଗକୁ ସୁନା

ଶିବ ମନ୍ଦିରରୁ ପାଣି ଢାଳି ଫେରୁଥିଲେ; ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍

ଶିବ ମନ୍ଦିରରୁ ପାଣି ଢାଳି ବାଇକରେ ଘରକୁ ଫେରିଲା ବେଳେ ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍। ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ରାବଣାଗୁଡ଼ା ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହେଲେ ଦୁର୍ଘଟଣାରେ ବଞ୍ଚି ଯାଇଛି ଦମ୍ପତିଙ୍କ ୯ ବର୍ଷର ପୁଅ। ଆହତ ଶିଶୁଟିକୁ

ମମତା ବାନାର୍ଜୀଙ୍କୁ ଫୋନ୍‌ କଲେ ମୋହନ ମାଝୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍‌ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହୋଇଛନ୍ତି। ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି