ପୂର୍ବ ସରକାର ମହାପ୍ରଭୁଙ୍କ ସମ୍ପତ୍ତି ସୁରକ୍ଷା ଚିନ୍ତା କରିନାହାନ୍ତି : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ମହାପ୍ରଭୁଙ୍କ ଖଣିରୁ ୨୧ କୋଟି ଲୁଟ୍ ପ୍ରସଙ୍ଗ । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ଖଣି ଖଜଣା ଦେଉନଥିଲେ କାର୍ଯ୍ୟାନୁଷ୍ଠାନ । ପୂର୍ବ ସରକାର ମହାପ୍ରଭୁଙ୍କ ସମ୍ପତ୍ତି ସୁରକ୍ଷା ଚିନ୍ତା କରିନାହାନ୍ତି । ୨୦୦୩ର ୟୁନିଫର୍ମ ପଲିସି ଆଧାରରେ ପ୍ରକ୍ରିୟା ଆଗକୁ ବଢିବ ।!-->…