Odia News Portal
Browsing Tag

swadhikar

ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍‌ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ

ଆସନ୍ତା ୨୯ରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆସନ୍ତା ୨୯ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସିରେ ଓଡ଼ିଶାରେ ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ

 ନଭେମ୍ବର ୧ରୁ ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା

ନଭେମ୍ବର ୧ରେ ରାଜ୍ୟବ୍ୟାପି କାର୍ଯ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା । ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା ସଂସ୍ଥା, ଉଦ୍ଦେଶ୍ୟମୂଳକ ଭାବେ ୨ଶହ

ଦୁର୍ନୀତିଗ୍ରସ୍ତ କୌଣସି ଅଧିକାରୀଙ୍କୁ ଘଣ୍ଟ ଘୋଡ଼ା ଯିବ ନାହିଁ : ମୁଖ୍ୟମନ୍ତ୍ରୀ

ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ ହିତାଧିକାରୀଙ୍କ ଖାତାକୁ

ଆକାଶ ମାର୍ଗରୁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରିଛନ୍ତି । ଏହାସହ ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା

ଗାଁରେ ବୁଲିଛି ମହାବଳ ବାଘ 

ବାଘ ଭୟରେ ଥରହର ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅଞ୍ଚଳ । ସଞ୍ଜ ନହେଉଣୁ ପଡ଼ିଯାଉଛି ତାଟିକବାଟ । ସାରା ରାତି ଟାୟାର ଜାଳି, ଠେଙ୍ଗା ଧରି ବାଘକୁ ଜଗୁଛନ୍ତି ଲୋକ । ଗଙ୍ଗାପୁର ପଞ୍ଚାୟତର ନରସିଂହଗଡ଼ ଗାଁରେ ବାଘ ବୁଲୁଥିବାନେଇ କିଛି ଲୋକ ଦେଖିବା ପରେ ଆତଙ୍କ ଖେଳିଯାଇଛି । ପାଦଚିହ୍ନ ଏକ

୨ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ୍‌

ଦାଦାବଟି ମାଗିବା ଏବଂ ସୋଶାଲ ମିଡ଼ିଆରେ ଧମକ ଚମକ ଦେବା ଅଭିଯୋଗରେ ୨ ବିଜେଡି କର୍ମକର୍ତ୍ତାଙ୍କୁ ଉଠାଇ ନେଲା ପୁଲିସ୍‌ । ପଚରାଉଚରା ପରେ ପୁଲିସ୍‌ ସେମାନଙ୍କୁ ଛାଡ଼ି ଦେଇଥିବା ଜଣାଯାଇଛି। ଏପରି ଏକ ଘଟଣା ଗତକାଲି ଯାଜପୁର ଜିଲ୍ଲା ଧର୍ମଶାଳାରେ ଘଟିଛି। ପୁଲିସ୍‌ ଉଠାଇ ନେଇଥିବା ୨ ଯୁବକ

ଆଜି ବି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ହାବେଳୀଖଟି ସ୍ଥିତି ପରଖିବେ

ଆଜି ବି ବାତ୍ୟାଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଆକାଶମାର୍ଗରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ସର୍ଭେ କରିବେ। ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ। ଏହାପରେ ମୁଖ୍ୟମନ୍ତ୍ରୀ SRC କାର୍ଯ୍ୟାଳୟରେ ଏକ

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ

ପୋଲିସ ପିନ୍ଧିବେ ବଡି କ୍ୟାମେରା

ପୋଲିସ ପିନ୍ଧିବେ ବଡି କ୍ୟାମେରା । ଥାନା ଭିତରେ ଏବେ କେହି କାହା ଉପରେ ଲଗାଇ ପାରିବେ ନାହିଁ ମିଥ୍ୟା ଅଭିଯୋଗ । କିଏ ସତ କିଏ ମିଛ ସବୁ ଦେଖିବେ ସିପି ଓ ଡିସିପି । ଥାନା ଭିତରେ ଥିବା ପୋଲିସ ହୁଅନ୍ତୁ କି ଥାନା ଭିତରକୁ ଆସୁଥିବା ଅଭିଯୋଗକାରୀ ହୁଅନ୍ତୁ ଏତଲାକାରୀଙ୍କ ଭିଡିଓ ବାର୍ତ୍ତାଳାପ