ଅତିରିକ୍ତ ସିପିଙ୍କୁ ଆକ୍ରମଣ; କଲର ଭିଡ଼ି ଆଣିଲେ, ଟୋପି ଖସାଇଦେଲେ
ବିଧାନସଭା ସାମ୍ନାରେ ଅତିରିକ୍ତ ସିପିଙ୍କୁ ଆକ୍ରମଣ କଲେ କଂଗ୍ରେସ କର୍ମୀ। ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳଙ୍କୁ ଆକ୍ରମଣ କରିଥିଲେ। ଏପରିକି ଅତିରିକ୍ତ ସିପିଙ୍କ କଲର ଭିଡ଼ି ଧରି ମୁଣ୍ଡରୁ ଟୋପି ଖସାଇ ଦେଇଥିଲେ କଂଗ୍ରେସ କର୍ମୀ।ବିଧାନସଭା ଭିତରକୁ ବ୍ୟାରିକେଡ଼ ଭାଙ୍ଗି ଧସେଇ ପଶିବାକୁ!-->…