ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ପାଣିଆ ଆପଟ ସେବକ ପଡିଯିବାରୁ ହେଲା ମହାସ୍ନାନ । ସୂଚନା ଅନୁସାରେ, ପାଣି ନେବା ସମୟରେ ପଡିଗଲେ ପାଣିଆ ଆପଟ ସେବକ । ଫଳରେ ତାଙ୍କ ହାତରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ମନ୍ଦିର ଭିତରେ ରକ୍ତର ଛିଟା ପଡିବାରୁ ଶ୍ରୀଜିଉଙ୍କ!-->…