ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ
ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି।
ଜୟପୁର ଅଭିମୁଖେ ଯାଉଥିବା ଏସ୍ବିଟି ନାମକ ଏକ ଘରୋଇ!-->!-->!-->…