ଚାଷୀଙ୍କ ପାଇଁ ବଡ଼ ଖବର: ପୁଣି ବଢ଼ିପାରେ MSP
ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର। ଧାନ ସହ ଡାଲି ଏବଂ ତୈଳଜାତୀୟ ଦ୍ରବ୍ୟର ବି ସହାୟକ ମୂଲ୍ୟ ବୃଦ୍ଧି କରିପାରନ୍ତି ସରକାର। ଶୁକ୍ରବାର ଏନେଇ ପୂର୍ବ ଭାରତ ରାଜ୍ୟ ସମୂହ ବୈଠକରେ କେନ୍ଦ୍ର ପାଖରେ ପ୍ରସ୍ତାବ ରଖିଛନ୍ତି ରାଜ୍ୟଗୁଡ଼ିକର ପ୍ରତିନିଧି ମଣ୍ଡଳୀ ।
!-->!-->!-->…