ପ୍ରଚାର ରେ ସାମିଲ ହୋଇ ନିଲମ୍ବିତ ହେଲେ ଶିକ୍ଷକ
ନିର୍ବାଚନ ଆଚରଣ ବିଧି ଉଲଂଘନ କରିଥିବା ଶିକ୍ଷକଙ୍କୁ ନିଲମ୍ବିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଚଂଚଳ ରାଣା । ପୁଇଁନ୍ତଲା ବ୍ଲକ ଲୁକାପଡ଼ା ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ତରଣୀସେନ ପ୍ରଧାନଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଥିଲା । ବଲାଙ୍ଗିର!-->…