ଭୁବନେଶ୍ୱରରେ ଆସନ୍ତା ୧୨ ତାରିଖରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ରାଜଧାନୀରେ ଆସନ୍ତା ୧୨ ତାରିଖରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ। କୋଭିଡ୍ କଟକଣା ମଧ୍ୟରେ ସବୁ ଧର୍ମାନୁଷ୍ଠାନ ଖୋଲିବ। କରୋନା ସଂକ୍ରମଣ ଲାଗି ଗତ କିଛି ଦିନ ହେଲା ଭୁବନେଶ୍ଵରର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା। କୋଭିଡ଼ କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ବିଏମସି ପକ୍ଷରୁ ନୋଟିସ୍ ଜାରି!-->…